କ୍ରୀଡା ମନୋରଞ୍ଜନ ରାଜନୀତି ରାଜ୍ୟ ଲାଇଫ ଷ୍ଟାଇଲ ସାମାଜିକ ସ୍ୱତନ୍ତ୍ର

ଘାଟିକିଆରେ ‘ବଜରଙ୍ଗୀ ଖେଳପଡ଼ିଆ’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Spread the love

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଘାଟିକିଆଠାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଦ୍ୱାରା ବିକଶିତ ‘ବଜରଙ୍ଗୀ ଖେଳପଡ଼ିଆ’କୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଖେଳପଡ଼ିଆ ସ୍ଥାନୀୟ ଯୁବପିଢ଼ି ଓ କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ନୂତନ ସୁଯୋଗ ସୃଷ୍ଟି କରିବ। ଏହାଦ୍ୱାରା ଅଞ୍ଚଳରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ସହ ଯୁବପିଢ଼ିଙ୍କୁ ଖେଳକୁଦ ପ୍ରତି ଅଧିକ ଆକୃଷ୍ଟ କରିବାରେ ସହାୟତା ମିଳିବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *